ଓଡ଼ିଶାଲାଇଭ୍ ବ୍ୟୁରୋ

ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦଉଡ଼ି ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନସମୁଦ୍ର ପାଲଟିଥିବା ବଡ଼ଦାଣ୍ଡରେ ପହଞ୍ଚି ତିନିଠାକୁରଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ପୁରୀ ଯାଇ ଶ୍ରୀଗୁଣ୍ଡିଚା ଯାତ୍ରାରେ ସାମିଲ ହୋଇଥିଲେ।

ଆଜି ହେଉଛି ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା। ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଲାଗି କାହିଁ କେଉଁଆଡ଼ୁ ପୁରୀକୁ ଛୁଟି ଆସିଛନ୍ତି ଭକ୍ତ। କେନ୍ଦ୍ରମନ୍ତ୍ରୀ ଧର୍ମେ ନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ଶ୍ରୀଗୁଣ୍ଡିଚା ଯାତ୍ରାରେ ସାମିଲ ହେବାକୁ ପୁରୀରେ ପହଞ୍ଚିଥିଲେ। ରାଜ୍ୟ କ୍ୟାବିନେଟର ଅନେକ ମନ୍ତ୍ରୀ ଏବଂ ବିଧାୟକ।

Tags: #RathYatra #CMOdisha #NaveenPatnaik #ShreeGundichaJatra #Puri #ShreeKhetra #SriJagannath #PahandiBije

 

Comment