ଓଡ଼ିଶାଲାଇଭ୍ ବ୍ୟୁରୋ

ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭକ୍ତି ଏବଂ ସମର୍ପଣର ଏହି ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧି ଆଣିଦେଉ ବୋଲି ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ଦ୍ରୌପଦୀ ମୁର୍ମୁ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସେ ସମସ୍ତଙ୍କ ସୁସ୍ଥ ଏବଂ ସମୃଦ୍ଧ ଜୀବନ କାମନା କରିଛନ୍ତି।

Tags: #RathaYatra #PresidentOfIndiaDraupadiMurmu #PMNarenderaModi #ShreeGundichaJatra #Puri #ShreeKhetra #SriJagannath #PahandiBije

Comment