ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ

ଅତ୍ୟଧିକ ଚର୍ବିଜାତୀୟ ତଥା ତେଲମସଲା ଖାଦ୍ୟ ଖାଇବା ଫଳରେ ଆମ ଶରୀରରେ କୋଲେଷ୍ଟ୍ରୋଲର ମାତ୍ରା ବଢ଼ିଯାଇଥାଏ। ଏହା ଶରୀରର ମୋଟାପା ବୃଦ୍ଧି କରିଥାଏ।

ଯଦି ଶରୀରରେ କୋଲେଷ୍ଟ୍ରୋଲର ମାତ୍ରାକୁ ନିୟନ୍ତ୍ରଣ କରିବେ ନାହିଁ, ତେବେ ଏହା ଡାଏବେଟିସ୍, ଉଚ୍ଚ ରକ୍ତଚାପ ଭଳି ବିଭିନ୍ନ ଦୂରାରୋଗ୍ୟ ରୋଗ ସୃଷ୍ଟି କରିପାରେ।

ତାହେଲେ କେମିତି କୋଲେଷ୍ଟ୍ରୋଲକୁ ନିୟନ୍ତ୍ରଣ କରିବେ? ଏଥିପାଇଁ କ’ଣ ଖାଇବା ଦରକାର? ଏନେଇ ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡାକ୍ତର ବିନୟ ଭୂଷଣ ବିଣାକରଙ୍କ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା ସ୍ୱାସ୍ଥ୍ୟପ୍ଲସ ଓଡ଼ିଆର ଭିଡିଓରେ।

Tags: #NationalDoctorsDay #Cholesterol #Health&Hygiene #HealthAwareness

 

Comment