ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ

ପିରିୟଡସ ବା ଋତୁସ୍ରାବ ବେଳେ ସଫାସୁତରା ରହିବା ନିହାତି ଦରକାର। ନଚେତ ଏହା ବିଭିନ୍ନ ରୋଗ ଓ ସଂକ୍ରମଣକୁ ଡାକେ। ଏନେଇ ପ୍ରତ୍ୟେକ ମହିଳାଙ୍କୁ ସଚେତନ ହେବା ଦରକାର।

ପିରିୟଡସ ସମୟରେ ସଫାସୁତରା ନ ରହିଲେ ବିଭିନ୍ନ ରୋଗ ହେବାର ସମ୍ଭାବନା ରହିଛି। ଏହା ମହିଳାଙ୍କ ଶରୀର ପାଇଁ ବେଶ କ୍ଷତିକାରୀ ହୋଇଥାଏ।

ତେବେ ପରିୟଡସ ବେଳେ କେମିତି ସ୍ୱଚ୍ଛତା ଓ ପରିଚ୍ଛନ୍ନତା ବଜାୟ ରଖିବେ? ଏନେଇ ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତୀ ରୋଗ ବିଶେଷଜ୍ଞ ଡାକ୍ତର ଲିପିକା ମହାରଣା ଏନେଇ କ’ଣ କହୁଛନ୍ତି ଆସନ୍ତୁ ଜାଣିବା ସ୍ୱାସ୍ଥ୍ୟପ୍ଲସ ଓଡ଼ିଆର ଭିଡିଓରେ।

Tags: #NationalDoctorsDay #Periods #Health&Hygiene #HealthAwareness

 

Comment