ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ

 ଗାଁ ଗହଳୀରେ ଆଜିବି ସାପ କାମୁଡ଼ିଲେ ଅନେକ ଲୋକେ ଅନ୍ଧବିଶ୍ଵାସକୁ ଆପଣାଉଛନ୍ତି, ଯାହା ଜୀବନ ପାଇଁ ବିପଦ ସାବ୍ୟସ୍ତ ହେଉଛି।

ସାପ କାମୁଡ଼ିଥିଲେ ଏହାର ସଫଳ ଚିକିତ୍ସା ରହିଛି। ଅନ୍ଧବିଶ୍ୱାସରେ ନପଡ଼ି ଠିକ୍ ସମୟରେ ଡାକ୍ତରଖାନାରେ ପହଞ୍ଚିଲେ ଜୀବନ ବଞ୍ଚିଯିବ।

ତେବେ ସାପ କାମୁଡ଼ିଲେ ପ୍ରାଥମିକ ଚିକିତ୍ସା କ’ଣ କରିବେ? କେଉ ଦିଗ ପ୍ରତି ଧ୍ୟାନ ଦେବେ? ଆସନ୍ତୁ ବିଶିଷ୍ଟ ଭେଷଜ ବିଶେଷଜ୍ଞ ଡାକ୍ତର ଶ୍ରୀକାନ୍ତ କୁମାର ଧରଙ୍କଠାରୁ ଏବିଷୟରେ ଅଧିକ ଜାଣିବା ସ୍ୱାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।।

Tags: #NationalDoctorsDay #SnakeBite #Health&Hygiene #HealthAwareness

 

LEAVE A REPLY

Please enter your comment!
Please enter your name here