ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଆଜମା ହେଉଛି ଏକ ଫୁସଫୁସ ଜନିତ ରୋଗ। ଏହି ରୋଗ ହେବା ଫଳରେ ଶ୍ୱାସକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ। ରୋଗୀକୁ ନିଶ୍ୱାସପ୍ରଶ୍ୱାସ ନେବା ଆଣିବାରେ ଅସୁବିଧା ଅନୁଭବ ହୋଇଥାଏ।

ଆଜମା କାହିଁକି ହୁଏ? କ’ଣ ରହିଛି ଏହାର ଲକ୍ଷଣ ଏବଂ ଆଜମାକୁ କିପରି ରୋକି ହେବ? ସେ ନେଇ ବିଶିଷ୍ଟ ଭେଷଜ ବିଶେଷଜ୍ଞ ପ୍ରଫେସର ଡାକ୍ତର ଶ୍ରୀକାନ୍ତ କୁମାର ଧର କ’ଣ କହୁଛନ୍ତି ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags: #Asthma #Treatment #Prevention #DoctorsAdvice #OdiaHealthTips

Comment