ଓଡ଼ିଶାଲାଇଭ୍ ବ୍ୟୁରୋ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ। ଏହି ବୈଠକରେ ୧୨ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ଲାଗିବାର ସମ୍ଭବନା ରହିଛି।

କୃଷି, ସ୍ଵାସ୍ଥ୍ୟ, ଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ବିଭାଗ ପକ୍ଷରୁ ସ୍ଵତନ୍ତ୍ର ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି।

Tags: #StateCabinetMeeting #Proposal #Odisha #CMOdisha

Comment