ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଆଜି ହେଉଛି ବିଶ୍ଵ ଫିଜିଓଥେରାପି ଦିବସ। ଅଣ୍ଟା ବିନ୍ଧାରୁ ଉପଶମ ପାଇଁ କେମିତି କରିବେ ଫିଜିଓଥେରାପି ଏକ୍ସରସାଇଜ? ଜାଣିବା ପାଇଁ ଦେଖନ୍ତୁ ଏହି ଭିଡିଓ…

ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୁଢ଼ା ପର୍ଯ୍ୟନ୍ତ, ବର୍ତ୍ତମାନ ସବୁ ବୟସର ବ୍ୟକ୍ତିଙ୍କଠାରେ ଦେଖିବାକୁ ମିଳୁଛି ଅଣ୍ଟା ବିନ୍ଧା ସମସ୍ୟା। ଆଧୁନିକ ଜୀବନଶୈଳୀ ଏବଂ ଘଣ୍ଟା ଘଣ୍ଟା ଧରି ଗୋଟିଏ ସ୍ଥାନରେ ବସି ରହିବା ଯୋଗୁଁ ଏହି ସମସ୍ୟା ବଢ଼ିବାରେ ଲାଗିଛି। ଅଣ୍ଟା ବିନ୍ଧାରୁ ମୁକ୍ତି ପାଇବା ପାଇଁ କେତେକ ଏକ୍ସରସାଇଜ୍‌ ରହିଛି, ଯାହାକୁ ନିୟମିତ କରିବା ଦ୍ୱାରା ଅଣ୍ଟା ଯନ୍ତ୍ରଣାରୁ ଉପଶମ ମିଳିଥାଏ। ଆସନ୍ତୁ ଜାଣିବା ଫିଜିଓଥେରାପିଷ୍ଟ ଡାକ୍ତର ଶିବାନୀ ଶଙ୍କର ତ୍ରିପାଠୀଙ୍କ ପରାମର୍ଶ ଜାଣନ୍ତୁ।

(ସୌଜନ୍ୟ: ସ୍ଵାସ୍ଥ୍ୟପ୍ଲସ)

Tags: #WorldPhysiotherapyDay #BackPain #Physiotherapy #Exercise #Treatment #HealthyLife #OdiaHealthTips

 

Comment