ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଆମ ଶରୀରର ସବୁ କାର୍ଯ୍ୟ ଥାଇରଏଡ୍‌ ହରମୋନ ଉପରେ ନିର୍ଭର କରିଥାଏ। ଏହି ହରମୋନ୍ କ୍ଷରଣରେ ବ୍ୟତିକ୍ରମ ଦେଖାଦେଲେ ଥାଇରଏଡ୍ ସମସ୍ୟା ସୃଷ୍ଟି ହୋଇଥାଏ।

ଅନେକ ସମୟରେ ମହିଳାଙ୍କଠାରେ ଗର୍ଭାବସ୍ଥା ସମୟରେ ଥାଇରଏଡ୍ ସମସ୍ୟା ଦେଖିବାକୁ ମିଳିଥାଏ ବୋଲି ଡାକ୍ତର କୁହନ୍ତି।

ତେବେ ଗର୍ଭାବସ୍ଥା ଉପରେ ଥାଇରଏଡ୍ ସମସ୍ୟା କିଭଳି ପ୍ରଭାବ ପକାଇଥାଏ, ଏହାର କାରଣ କ’ଣ ଏବଂ କିପରି ଏହାର ଚିକିତ୍ସା କରାଯାଏ? ସେ ସମ୍ପର୍କରେ ବିଶିଷ୍ଟ ଏଣ୍ଡୋକ୍ରାଇନୋଲୋଜିଷ୍ଟ ଡାକ୍ତର ମନୋରଞ୍ଜନ ତ୍ରିପାଠୀ କ’ଣ କହୁଛନ୍ତି ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

(ସୌଜନ୍ୟ: ସ୍ଵାସ୍ଥ୍ୟପ୍ଲସ)

Tags: #thyroidDisorder #pregnancey #treatment #odiahealthtips #doctorsadvice

Comment