ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ରକ୍ତରେ ଖରାପ କୋଲେଷ୍ଟ୍ରୋଲର ମାତ୍ରା ବଢ଼ିଗଲେ ତାହାକୁ ଉଚ୍ଚ କୋଲେଷ୍ଟ୍ରୋଲ କୁହାଯାଏ। ଉଚ୍ଚ କୋଲେଷ୍ଟ୍ରୋଲକୁ ନିୟନ୍ତ୍ରଣ କରିବା ଅତ୍ୟନ୍ତ ଜାରୁରୀ। କାରଣ ଏହା ହୃଦ୍ ରୋଗ ଏବଂ ଷ୍ଟ୍ରୋକ୍ ଭଳି ଆଶଙ୍କାକୁ ବଢ଼ାଇଥାଏ ବୋଲି ଡାକ୍ତର କୁହନ୍ତି।

ଉଚ୍ଚ କୋଲେଷ୍ଟ୍ରୋଲକୁ କିପରି ନିୟନ୍ତ୍ରଣ କରିହେବ? ସେ ନେଇ ବିଶିଷ୍ଟ ଭେଷଜ ବିଶେଷଜ୍ଞ ଡାକ୍ତର ସୁଧୀର ପଟ୍ଟନାୟକ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags: #highcholesterol #odiahealthtips #lipids #treatment #doctorsadvice

Comment