ଓଡ଼ିଶାଲାଇଭ୍ ବ୍ୟୁରୋ

ସ୍ଵର୍ଗତ ଭଉଣୀ ଗୀତା ମେହେଟ୍ଟାଙ୍କୁ ଶେଷ ଦର୍ଶନ କରିବା ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀରେ ଭଉଣୀ ଗୀତା ମେହେଟ୍ଟାଙ୍କର ଶେଷ କୃତ୍ୟ ସମ୍ପନ୍ନ ହେବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯାଇଛନ୍ତି।

ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କର ଶନିବାର ଦିନ ଦିଲ୍ଲୀସ୍ଥିତ ବାସଭବନରେ ଦେହାନ୍ତ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା।

Comment