ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ହୃତପିଣ୍ଡ ଆମ ଶରୀରର ମୁଖ୍ୟ ଅଙ୍ଗ। ସମ୍ପୂର୍ଣ୍ଣ ଶରୀରରେ ରକ୍ତ ସଞ୍ଚାଳନ କରିବା ହୃତପିଣ୍ଡର ମୁଖ୍ୟ କାର୍ଯ୍ୟ। ଯଦି କୌଣସି କାରଣରୁ ହୃତପିଣ୍ଡରେ ସମସ୍ୟା ଦେଖାଯାଏ ଏବଂ ରକ୍ତ ସଞ୍ଚାଳନ ବାଧାପ୍ରାପ୍ତ ହୁଏ, ତେବେ ହାର୍ଟ ଆଟାକ୍ ହେବାର ଆଶଙ୍କା ରହିଛି ବୋଲି ଡାକ୍ତର କୁହନ୍ତି।

ସବୁଠାରୁ ଗୁରୁତ୍ଵପୂର୍ଣ୍ଣ କଥା ହେଲେ ହାର୍ଟ ଆଟାକ୍ ଠିକ ସମୟରେ ଚିହ୍ନି ଏହାର ଚିକିତ୍ସା କରାଇବା। ନଚେତ ବିଳମ୍ବ ହେଲେ ହାର୍ଟ ଆଟାକ୍ ଯୋଗୁଁ ଜୀବନ ଯିବାର ଆଶଙ୍କା ରହିଛି ବୋଲି ଡାକ୍ତର କହିଛନ୍ତି।

ତେବେ କାହିଁକି ହୁଏ ହାର୍ଟ ଆଟାକ୍, ଏହାକୁ କିପରି ଚିହ୍ନିବେ? ସେ ସମ୍ପର୍କରେ ବରିଷ୍ଠ ହୃଦରୋଗ ବିଶେଷଜ୍ଞ ଡାକ୍ତର ମହେନ୍ଦ୍ର ପ୍ରସାଦ ତ୍ରିପାଠି କ’ଣ କହୁଛନ୍ତି ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags: #HeartAttack #OdiahealthTips #treatment #healthcare #doctorsadvice

Comment