ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଯୁବପିଢ଼ିଙ୍କଠାରୁ ଆରମ୍ଭ କରି ବୟସ୍କ ଯାଏଁ, ସବୁ ବୟସର ବ୍ୟକ୍ତିଙ୍କଠାରେ ଏବେ ଅଣ୍ଟା ବିନ୍ଧା ସମସ୍ୟା ଦେଖିବାକୁ ମିଳୁଛି। ଆଧୁନିକ ଜୀବନଶୈଳୀ ଏବଂ ଘଣ୍ଟା ଘଣ୍ଟା ଧରି ଗୋଟିଏ ସ୍ଥାନରେ ବସି ରହିବା ଯୋଗୁଁ ଏହି ସମସ୍ୟା ବଢ଼ୁଥିବା ଡାକ୍ତର କୁହନ୍ତି।

ତେବେ ଅଣ୍ଟା ବିନ୍ଧା କେମିତି ଭଲ ହେବ? ସେ ନେଇ ସ୍ପାଇନ୍ ଆଣ୍ଡ୍ ପେନ୍ ସ୍ପେସାଲିଷ୍ଟ ଡାକ୍ତର ରାଜେନ୍ଦ୍ର ସାହୁ କ’ଣ କହୁଛନ୍ତି ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags: #Backpain #treatment #odiahealhtips #doctorsadvice

Comment