ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ରକ୍ତରେ ଲୌହ ରକ୍ତ କଣିକା, ଶ୍ୱେତ ରକ୍ତକଣିକା ଏବଂ ପ୍ଲେଟ୍‌ଲେଟ୍‌ ରହିଛି। ଶ୍ୱେତ ରକ୍ତ କଣିକା ସାଧାରଣ ସ୍ତରଠାରୁ ଅଧିକ ବୃଦ୍ଧି ପାଇଲେ ଶରୀରରେ ସଂକ୍ରମଣ ହୋଇପାରେ, ପ୍ରଦାହ ହୋଇପାରେ କିମ୍ବା ବ୍ଲଡ୍‌ କ୍ୟାନ୍ସର ବା ରକ୍ତ କର୍କଟ ହୋଇପାରେ।

ତେବେ ରକ୍ତ କର୍କଟ ହେବାର କାରଣ କ’ଣ ଓ ଏହାକୁ ଚିହ୍ନିବେ କିପରି? ଏନେଇ ବିଶିଷ୍ଟ ହେମାଟୋ ଅଙ୍କୋଲୋଜିଷ୍ଟ ପ୍ରଫେସର ଡାକ୍ତର ନଳିନୀ ପତି କ’ଣ କହୁଛନ୍ତି ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags: #BloodCancer #Symptoms #treatment #odiahealthtips #doctorsadvice

Comment