ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଆଗକୁ ଶୀତ ବଢ଼ିବାର ସମ୍ଭାବନା ରହିଛି। ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିବା ନେଇ ଆକଳନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ରାଜ୍ୟର ଅଧିକାଂଶ ସ୍ଥାନରେ କୋହଲା ପାଗ ସହ ଆକାଶ ମେଘୁଆ ରହୁଥିବାରୁ ଏହା ପ୍ରଭାବରେ ରାତିର ତାପମାତ୍ରା ସ୍ଵାଭାବିକ ତୁଳନାରେ ୨ରୁ ୩ ଡିଗ୍ରୀ ଅଧିକ ରହୁଛି। କୋହଲା ପାଗ ପ୍ରଭାବ କମିବା ପରେ ବାଦଲ ହଟିବା ସହ ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Tags: #Odisha #Weather #WeatherUpdates #ColdWave

Comment