ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୦୨୪ ମସିହା ଜାନୁଆରି ୧୫ ତାରିଖରୁ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଏଥିଲାଗି ଡିସେମ୍ବର ୨୨ ତାରିଖରେ ସ୍ଥାପନ ହେବ ଶୁଭମ୍ତମ୍ଭ।

ବରଗଡ଼ର ହାଟପଦାସ୍ଥିତ ଧନୁଯାତ୍ରା ସଞ୍ଚାର ମଣ୍ଡଳୀ ପଡ଼ିଆଠାରେ ଧନୁଯାତ୍ରା ନିମନ୍ତେ ଶୁଭସ୍ତମ୍ଭ ସ୍ଥାପନ କରାଯିବ। ଏନେଇ ସୋମବାର ଦିନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି।

ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆସନ୍ତା ୨୦୨୪ ଜାନୁଆରି ୧୫ ତାରିଖରୁ ଆରମ୍ଭ ହୋଇ ଜାନୁଆରି ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ।

Tags: #BargarhDhanujatra #Shubhastambha #Kholamancha #Hatapada #Collector

LEAVE A REPLY

Please enter your comment!
Please enter your name here