ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ

କିଡନି ଜନିତ ସମସ୍ୟାକୁ ନେଇ ଲୋକଙ୍କ ମନରେ ଅନେକ ଭ୍ରାନ୍ତ ଧାରଣା ରହିଛି। ବିଶିଷ୍ଟ କିଡନି ରୋଗ ବିଶେଷଜ୍ଞ ଡାକ୍ତର ସୁକାନ୍ତ କୁମାର ଦାସଙ୍କଠାରୁ ସେ ବିଷୟରେ ଅଧିକ ଜାଣିବା।

ବିଶ୍ୱ କିଡନି ଦିବସ ପରିପ୍ରେକ୍ଷୀରେ ଆଇଏଫ୍‌ଆଇ ଫାଉଣ୍ଡେସନ, ସ୍ୱାସ୍ଥ୍ୟପ୍ଲସ୍‌ ଓ ଓଡ଼ିଶାଲାଇଭ୍‌ର ମିଳିତ ଆନୁକୂଲ୍ୟରେ ମାର୍ଚ୍ଚ ୧୩ରୁ ୧୫ ପର୍ଯ୍ୟନ୍ତ ବିଶେଷ ଜନସ୍ୱାସ୍ଥ୍ୟ ସଚେତନତା ଅଭିଯାନ ‘ସୁସ୍ଥ କିଡନି – ସୁସ୍ଥ ଶରୀର’। ବିଶିଷ୍ଟ ଡାକ୍ତରମାନଙ୍କର ସାକ୍ଷାତ କାରକୁ ଆଧାର କରି ଏହି ଅଭିଯାନରେ ସ୍ୱାସ୍ଥ୍ୟ ସଚେତନତାମୂଳକ ଭିଡିଓ ଏବଂ ଲେଖା ପ୍ରସ୍ତୁତ କରାଯାଉଛି।

Tags: #KidneyDiet #OdiaHealthTips #WorldKidneyDay #DoctorsAdvice

Comment