ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଆଜି ହେଉଛି ବିଶ୍ଵ ସ୍ଵାସ୍ଥ୍ୟ ଦିବସ- ୨୦୨୪। ଏହି ଅବସରରେ ସ୍ଵାସ୍ଥ୍ୟ ସଚେତନା ଉଦ୍ଦେଶ୍ୟରେ ଓଡ଼ିଶାଲାଇଭ୍‌, ସ୍ଵାସ୍ଥ୍ୟପ୍ଲସ ଓ ଆଇଏଫଆଇ ଫାଉଣ୍ଡେସନର ମିଳିତ ଅଭିଯାନ ‘ଆମ ସ୍ଵାସ୍ଥ୍ୟ ଆମ ଜୀବନ’।

ଲ୍ୟୁକୋରିଆ ଅର୍ଥାତ୍ ଧଳାସ୍ରାବ ମହିଳାମାନଙ୍କର ଏକ ସାଧାରଣ ସମସ୍ୟା। ଏଥିରେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। କିନ୍ତୁ ଯଦି ଏହି ଡିସଚାର୍ଜର ରଙ୍ଗ ବଦଳିଯାଏ କିମ୍ବା ଦୁର୍ଗନ୍ଧ ହୁଏ, ତେବେ ଡାକ୍ତରଙ୍କ ସହ ପରାମର୍ଶ କରିବା ନିହାତି ଜରୁରୀ।

ଦୁର୍ଗନ୍ଧଯୁକ୍ତ ହ୍ୱାଇଟ୍‌ ଡିସ୍‌ଚାର୍ଜ କାହିଁକି ହୁଏ, ଏହାକୁ କିପରି ରୋକି ହେବ, ସେ ନେଇ ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡାକ୍ତର ଅଲ୍‌କତା ଦାସ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags: #WorldHealthDay2024 #MyHealthMyRight #AmaSwasthyaAmaJibana #HealthForAll #WhiteDischarge #Healthylife #OdiaHealthTips

LEAVE A REPLY

Please enter your comment!
Please enter your name here