ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଆଜି ହେଉଛି ବିଶ୍ଵ ସ୍ଵାସ୍ଥ୍ୟ ଦିବସ- ୨୦୨୪। ଏହି ଅବସରରେ ସ୍ଵାସ୍ଥ୍ୟ ସଚେତନା ଉଦ୍ଦେଶ୍ୟରେ ଓଡ଼ିଶାଲାଇଭ୍‌, ସ୍ଵାସ୍ଥ୍ୟପ୍ଲସ ଓ ଆଇଏଫଆଇ ଫାଉଣ୍ଡେସନର ମିଳିତ ଅଭିଯାନ ‘ଆମ ସ୍ଵାସ୍ଥ୍ୟ ଆମ ଜୀବନ’।

ବର୍ତ୍ତମାନ କେଶ ଝଡ଼ିବା ଏକ ପ୍ରମୁଖ ସମସ୍ୟା ଭାବେ ଦେଖାଦେଇଛି। କମ୍ ବୟସରୁ କେଶ ଝଡ଼ିବା ଫଳରେ ଅନେକ ଚିନ୍ତାଗ୍ରସ୍ତ ହୋଇପଡ଼ୁଛନ୍ତି। ବିଭିନ୍ନ ପ୍ରକାରର ଘରୋଇ ଉପଚାର ସହ ଅନ୍ଧବିଶ୍ୱାସକୁ ମଧ୍ୟ ଆପଣାଇଥାନ୍ତି, ଯାହା ଫଳରେ ସମସ୍ୟା କମିବା ପରିବର୍ତ୍ତେ ଆଧିକ ବଢିଯାଇଥାଏ। କେଶ ସମସ୍ୟା ଦେଖାଦେଲେ ଡାକ୍ତରଙ୍କ ପରାମର୍ଶ ନେବା ଆବଶ୍ୟକ।

ତେବେ କେଶ କାହିଁକି ଝଡ଼ିଥାଏ, କେମିତି କେଶର ଯତ୍ନ ନେବା ଆବଶ୍ୟକ, ଏନେଇ ବିଶିଷ୍ଟ ଚର୍ମରୋଗ ବିଶେଷଜ୍ଞ ଡାକ୍ତର ମାନସ ରଞ୍ଜନ ପୁହାଣ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରେ।

Tags: #WorldHealthDay2024 #MyHealthMyRight #AmaSwasthyaAmaJibana #HealthForAll #Hairfall #Healthylife #OdiaHealthTips

LEAVE A REPLY

Please enter your comment!
Please enter your name here