ଓଡ଼ିଶାଲାଇଭ୍ ବ୍ୟୁରୋ

ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିତ୍ୱ ଓ କର୍ମମୟ ଜୀବନର ପରିସୀମା ଥିଲା ଅନେକ ବ୍ୟାପକ। ଓଡ଼ିଶା ପ୍ରତି ଥିବା ତାଙ୍କ ଅବଦାନ ଅତୁଳନୀୟ।

ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୭ତମ ଶ୍ରାଦ୍ଧ ବାର୍ଷିକୀ। ୧୯୯୭ ମସିହା ଏପ୍ରିଲ ମାସ ୧୭ ତାରିଖରେ ବିଜୁବାବୁଙ୍କ ୮୧ ବର୍ଷ ବୟସରେ ପରଲୋକ ଘଟିଥିଲା। ବିଜୁବାବୁଙ୍କ ଦୀର୍ଘ କର୍ମମୟ ଓ ରାଜନୈତିକ ଜୀବନ ଓଡ଼ିଶାବାସୀଙ୍କ ପାଇଁ ଚିରସ୍ମରଣୀୟ ହୋଇ ରହିଛି।

ବିଜୁ ପଟ୍ଟନାୟକ ଓଡ଼ିଶା ରାଜନୀତିରେ ପାଦ ଦେବା ପୂର୍ବରୁ ଜଣେ ବିଶିଷ୍ଟ ପାଇଲଟ୍‍ ଓ ସ୍ୱାଧୀନତା ସଂଗ୍ରାମୀ ଭାବେ ଖୁବ୍ ଖ୍ୟାତି ଲାଭ କରିଥିଲେ। ତାଙ୍କ ଦ୍ଵାରା ଆରମ୍ଭ କରାଯାଇଥିବା ବିଭିନ୍ନ କାର୍ଯ୍ୟକଳାପ ଆଜି ଓଡ଼ିଶାକୁ ଦେଇଛି ଏକ ସ୍ୱତନ୍ତ୍ର ପରିଚୟ।

ଓଡ଼ିଶାଲାଇଭର ଏହି ସ୍ୱତନ୍ତ୍ର ଭିଡିଓ ଡକ୍ୟୁମେଣ୍ଟାରିରେ ଜାଣନ୍ତୁ କଳିଙ୍ଗ ବୀର ବିଜୁ ପଟ୍ଟନାୟକଙ୍କ ଜୀବନ କାହାଣୀ ଦେଖନ୍ତୁ ଭିଡିଓ।

Tags: #BijuPatnaik #DeathAnniversary #FormerOdishaCM #Odisha

LEAVE A REPLY

Please enter your comment!
Please enter your name here