ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ରାଜ୍ୟରେ ଦିନକୁ ଦିନ ତାପମାତ୍ରାରେ ବୃଦ୍ଧି ଚିନ୍ତାର କାରଣ ପାଲଟିଛି। ଗ୍ରୀଷ୍ମପ୍ରବାହ ଏବଂ ପ୍ରଖର ସୂର୍ଯ୍ୟକିରଣ ପ୍ରଭାବ ଯୋଗୁଁ ଅଂଶୁଘାତ ହେବାର ଆଶଙ୍କା ରହିଛି।

ତେବେ କେମିତି ଅଂଶୁଘାତରୁ ରକ୍ଷା ପାଇବେ ଓ ଖରାକୁ ବାହାରିବା ପୂର୍ବରୁ କ’ଣ ସବୁ ସାଧାନତା ଅବଲମ୍ବନ କରିବେ, ସେ ନେଇ ବିଶିଷ୍ଟ ଭେଷଜ ବିଶେଷଜ୍ଞ ଡାକ୍ତର ଶ୍ରୀକାନ୍ତ କୁମାର ଧର କ’ଣ କହୁଛନ୍ତି ଜାଣିବା ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓରୁ।

Tags: #Sunstroke #Treatment #CausesOfSunstroke #Symptoms #DoctorsAdvice #OdiaHealthTips

Comment