ଓଡ଼ିଶାଲାଇଭ୍ ବ୍ୟୁରୋ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁବାର ଦିନ ଇସ୍ତଫା ଦେଲେ ଦୁଇ ଜଣ ବରିଷ୍ଠ ଅବସରପ୍ରାପ୍ତ ଆଇଏଏସ ଅଧିକାରୀ। ସିଏମଓ ମୁଖ୍ୟ ଉପଦେଷ୍ଟା ପଦରୁ ସୁରେଶ ଚନ୍ଦ୍ର ମହାପାତ୍ର ଇସ୍ତଫା ଦେଇଥିବାବେଳେ ସ୍ପେସାଲ ଇନିସିଏଟିଭ ମୁଖ୍ୟ ଉପଦେଷ୍ଟା ପଦରୁ ଇସ୍ତଫା ଦେଇଛନ୍ତି ଆର ବାଲକ୍ରିଷ୍ଣନ।

ମୁଖ୍ୟମନ୍ତ୍ରୀ ପଦରୁ ନବୀନ ପଟ୍ଟନାୟକ ବୁଧବାର ଦିନ ଇସ୍ତଫା ଦେବା ପରେ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏହି ଦୁଇ ବରିଷ୍ଠ ଅଧିକାରୀ ଇସ୍ତଫା ଦେଇଛନ୍ତି।

Tags: #CMO #Odisha #RBalkrishnan #SureshChandraMohapatra #NaveenPatnaik

LEAVE A REPLY

Please enter your comment!
Please enter your name here