ଓଡ଼ିଶାଲାଇଭ୍‌ ପଲିଟିକାଲ ବ୍ୟୁରୋ

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ଚରଣ ମାଝୀ। ଏହି ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ମନ୍ତ୍ରୀମଣ୍ଡଳରେ ସାମିଲ ହେବା ପାଇଁ ବିଭିନ୍ନ ନେତାଙ୍କ ନିକଟକୁ ଫୋନ୍‌ କଲ୍‌ ଯାଇଛି। ସେମାନଙ୍କ ମଧ୍ୟରେ ଅଛନ୍ତି…

  • ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ
  • ଧାମନଗର ବିଧାୟକ ସୂରଜ ସୂର୍ଯ୍ୟବଂଶୀ
  • ଗୋପାଳପୁର ବିଧାୟକ ବିଭୂତି ଭୂଷଣ ଜେନା
  • ଚିଲିକା ବିଧାୟକ ପୃଥ୍ୱୀରାଜ ହରିଚନ୍ଦନ
  • ସୁକିନ୍ଦା ବିଧାୟକ ପ୍ରଦୀପ ବଳସାମନ୍ତ
  • ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ
  • ପାରାଦୀପ ବିଧାୟକ ସମ୍ପଦ ସ୍ୱାଇଁ
  • ମୋରଡ଼ା ବିଧାୟକ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର
  • ଯଶୀପୁର ବିଧାୟକ ଗଣେଶରାମ ସିଂଖୁଣ୍ଟିଆ
  • କୁଚିଣ୍ଡା ବିଧାୟକ ରବି ନାରାୟଣ ନାଏକ
  • ପୋଲସରା ବିଧାୟକ ଗୋକୁଳାନନ୍ଦ ମଲ୍ଲିକ
  • ବ୍ରଜରାଜନଗର ବିଧାୟକ ସୁରେଶ ପୂଜାରୀ
  • ଢେଙ୍କାନାଳ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର

Comment