ଓଡ଼ିଶାଲାଇଭ୍ ବ୍ୟୁରୋ

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତି ହୋଇଛନ୍ତି କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି। ଏ ନେଇ ସୋମବାର ଦିନ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

Tags: #TrilochanMohanty #CMOdisha #NewPost #JointSecretary #Odisha #KendujharSubCollector

LEAVE A REPLY

Please enter your comment!
Please enter your name here