ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
ରକ୍ତରେ ଖରାପ କୋଲେଷ୍ଟ୍ରୋଲର ମାତ୍ରା ବଢ଼ିଗଲେ ତାହାକୁଉଚ୍ଚ କୋଲେଷ୍ଟ୍ରୋଲ କୁହାଯାଏ। ଉଚ୍ଚ କୋଲେଷ୍ଟ୍ରୋଲକୁ ନିୟନ୍ତ୍ରଣ କରିବା ଜରୁରୀ କାରଣ ଏହା ହୃଦ୍ ରୋଗ ଏବଂ ଷ୍ଟ୍ରୋକ୍ ଭଳି ଆଶଙ୍କାକୁ ବଢ଼ାଇଥାଏ।
ଉଚ୍ଚ କୋଲେଷ୍ଟ୍ରୋଲକୁ କିପରି ନିୟନ୍ତ୍ରଣ କରିବେ? ବିଶିଷ୍ଟ ଭେଷଜ ବିଶେଷଜ୍ଞ ଡାକ୍ତର ସୁଧୀର ପଟ୍ଟନାୟକ ଏ ବିଷୟରେ କ’ଣ କହୁଛନ୍ତି ଆସନ୍ତୁ ଜାଣିବା।
Tags: #HighCholesterol #CholesterolControl #Health #OdiaHealthTips #Swasthyaplus