ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଆଜି ହେଉଛି ବିଶ୍ଵ ଅଙ୍ଗଦାନ ଦିବସ। ଅଙ୍ଗଦାନ ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ୧୩ ତାରିଖକୁ ଏହି ଦିବସ ପାଳନ କରାଯାଉଛି।

ଅଙ୍ଗଦାନ କ’ଣ, କେମିତି କରାଯାଏ ଅଙ୍ଗଦାନ ଓ ଅଙ୍ଗଦାନ କେତେ ପ୍ରକାର – ଏ ସବୁ ବିଷୟକୁ ନେଇ ଡାକ୍ତରଙ୍କ ପରାମର୍ଶ ଥିବା ଭିଡିଓ ପୋଷ୍ଟ କରାଯିବ। ‘ଓଡ଼ିଶାଲାଇଭ୍’ ନ୍ୟୁଜ ପୋର୍ଟାଲ ସହିତ ଏହାର ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମରେ (ଫେସବୁକ, ଟୁଇଟର) ଏହି ଭିଡିଓଗୁଡ଼ିକ ପ୍ରସାରିତ ହେବ। ଡେଲିହଣ୍ଟ ଏବଂ ଜିଓ ନ୍ୟୁଜ ପ୍ଲାଟଫର୍ମର ଓଡ଼ିଶାଲାଇଭ୍ ପେଜରେ ମଧ୍ୟ ଏହି ବିଷୟ ଉପଲବ୍ଧ ରହିବ।

ଅଙ୍ଗଦାନ କ’ଣ ଓ କିପରି କରାଯାଏ, ସେ ସମ୍ପର୍କରେ ବିଶିଷ୍ଟ ଯକୃତ ରୋଗ ବିଶେଷଜ୍ଞ ଡାକ୍ତର ଅଶୋକ ଚୌଧୁରୀଙ୍କଠାରୁ ବିସ୍ତୃତ ଭାବେ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।

Tags: #OrganDonation #OdiaHealtTips #DoctorsAdvice #HealthCare #Odisha #WorldOrganDonationDay2024

LEAVE A REPLY

Please enter your comment!
Please enter your name here