ଓଡ଼ିଶାଲାଇଭ୍ ବ୍ୟୁରୋ

୧୯୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ପାଇଥିଲା। ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେବାପରେ ଏହାର ନୂଆ ରାଜଧାନୀକୁ ନେଇ ଜୋର ସୋରରେ ଚର୍ଚ୍ଚା ଚାଲିଥିଲା। ଦୀର୍ଘଦିନର ପ୍ରଶାସନିକ କସରତ ପରେ ଭୁବନେଶ୍ୱର ଓଡ଼ିଶାର ନୂଆ ରାଜଧାନୀ ହୋଇଥିଲା।

ଭୁବନେଶ୍ୱର ଓଡ଼ିଶାର ନୂଆ ରାଜଧାନୀ ହେବା ପରେ ଧୀରେ ଧୀରେ ସହର ପରିଧି ବଢ଼ିବାରେ ଲାଗିଲା। ବିଭିନ୍ନ ସ୍ଥାନରୁ ଲୋକ ଏଠାକୁ ଆସି ବସବାସ କଲେ। ତେଣୁ ଗ୍ରେଟର ଭୁବନେଶ୍ୱର ପାଇଁ ସେତେବେଳେ ଚିନ୍ତା କରାଗଲା। ଫଳରେ ସହର ଆହୁରି ପରିବ୍ୟାପ୍ତ ହୋଇ ନୂଆ ରୂପ ନେଲା।

ଜଣାଶୁଣା ଉଦ୍ୟୋଗୀ ଦେବାଶିଷ ପଟ୍ଟନାୟକଙ୍କ ଉପସ୍ଥାପନାରେ ପ୍ରସ୍ତୁତ ‘ଷ୍ଟୋରି ଅଫ୍ ଭୁବନେଶ୍ୱର’ ଓଡ଼ିଶାଲାଇଭର ଏକ ସ୍ୱତନ୍ତ୍ର ସିରିଜ୍।

Tags: #Bhubaneswar #CapitalofOdisha #StoryofBhubaneswar #Odisha

Comment