ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ଡାଏବେଟିସକୁ ସମ୍ପୂର୍ଣ୍ଣ ଭାବେ ଭଲ କରିବା ହୁଏତ ସମ୍ଭବ ନୁହେଁ, କିନ୍ତୁ ଏହାକୁ ନିୟନ୍ତ୍ରଣରେ ରଖି ବିଭିନ୍ନ ଦୁରାରୋଗ୍ୟଠାରୁ ରକ୍ଷା ପାଇପାରିବା। ତେଣୁ ଡାଏବେଟିସକୁ ରୋକିବା ପାଇଁ ଜୀବନଶୈଳୀରେ ପରିବର୍ତ୍ତନ କରିବା ନିହାତି ଜରୁରୀ ବୋଲି ଡାକ୍ତର କୁହନ୍ତି।
ତେବେ ଡାଏବେଟିସକୁ କେମିତି ନିୟନ୍ତ୍ରଣ କରିବେ, ଡାଏବେଟିସ ନହେବା ପାଇଁ କ’ଣ କରିବେ ଏବଂ ଡାଏବେଟିସ ଯୋଗୁଁ କେଉଁ ସବୁ ସମସ୍ୟା ଦେଖାଯାଏ, ସେ ବିଷୟରେ ଏଣ୍ଡୋକ୍ରାଇନୋଲୋଜିଷ୍ଟ ଡାକ୍ତର ମଧୁସ୍ମିତା ସାହୁଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।
Tags: #Diabetes #Prevention #Causes #Treatment #OdiaHealthTips #DoctorAdvice