ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ମା’ର କ୍ଷୀର ଗୋଟିଏ ଶିଶୁ ପାଇଁ ସର୍ବୋକୃଷ୍ଟ ଖାଦ୍ୟ ହୋଇଥାଏ। ଶିଶୁ ଜନ୍ମ ହେବା ମାତ୍ରେ ମା’ର ପ୍ରଥମ କ୍ଷୀର ବା କଷ କ୍ଷୀର ଶିଶୁ ପାଇଁ ବେଶ୍ ଉପାଦେୟ।
ସ୍ତନ୍ୟପାନ ଉଭୟ ମା’ ଓ ଶିଶୁ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ଶିଶୁର ଶାରୀରିକ ତଥା ମାନସିକ ବୃଦ୍ଧି ପାଇଁ ବେଶ୍ ଜରୁରୀ ବୋଲି ଡାକ୍ତର କୁହନ୍ତି।
ଜନ୍ମଠାରୁ ୬ ମାସ ପର୍ଯ୍ୟନ୍ତ ମା’ କ୍ଷୀର ହିଁ ଶିଶୁକୁ ଦେବାର ଆବଶ୍ୟକତା ରହିଛି। ତେବେ ଏହି ସମୟରେ କେଉଁ ସବୁ ଦିଗ ପ୍ରତି ଧ୍ୟାନ ଦେବା ଦରକାର, ସେ ସମ୍ପର୍କରେ ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର ରାଧାନାଥ ଶତପଥୀ କ’ଣ କହୁଛନ୍ତି ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।
Tags: #Breastfeeding #OdiahealthTips #DoctorsAdvice #OdiaHealthTips #DoctorsAdvice