ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ବର୍ତ୍ତମାନ ସମୟରେ ପୁରୁଷଙ୍କଠାରେ ଯୌନ ଅକ୍ଷମତା ବା ଇରେକ୍ଟାଇଲ ଡିସଫଙ୍କସନ୍ ଏକ ପ୍ରମୁଖ ସମସ୍ୟା ଭାବେ ଦେଖିବାକୁ ମିଳୁଛି। ଯୌନ ଅକ୍ଷମତାକୁ ସରଳ ଭାଷାରେ ବୁଝିବାକୁ ଗଲେ, ଏହା ଏଭଳି ଏକ ସମସ୍ୟା ଯେଉଁଥିରେ ସହବାସ ସମୟରେ ପୁରୁଷଙ୍କଠାରେ ଯୌନ ଶୀଥିଳତା ବା ଧ୍ୱଜଭଙ୍ଗ ହୋଇଯାଏ।
ତେବେ ପୁରୁଷଙ୍କଠାରେ ଯୌନ ଅକ୍ଷମତା ଦେଖାଯିବାର ମୁଖ୍ୟ କାରଣ କ’ଣ, କେମିତି ଏହାର ଚିକିତ୍ସା କରିବେ, ସେ ସମ୍ପର୍କରେ ଜଣାଶୁଣା ୟୁରୋଲୋଜିଷ୍ଟ ଡାକ୍ତର ସମୀର ସ୍ୱାଇଁଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।
Tags: #Impotence #ErectileDysfunction #OdiaHealthTips #DoctorAdvice
















