ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଖାଦ୍ୟନଳୀ କିମ୍ବା ପାକସ୍ଥଳୀରେ ଘା’ ହେବାକୁ ଅଲସର ବୋଲି କୁହାଯାଏ। ଠିକ୍ ସମୟରେ ଅଲସରର ଚିକିତ୍ସା କରାନଗଲେ, ଏହା କ୍ୟାନ୍ସର ସୃଷ୍ଟି କରିପାରେ।

ତେବେ ପେଟରେ ଘା’ ହେଲେ କେଉଁ ସବୁ ଲକ୍ଷଣ ଦେଖାଦିଏ, ପେଟରେ ଘା’ କାହିଁକି ହୁଏ ଓ କିପରି ଏହାର ଚିକିତ୍ସା କରାଯାଏ, ସେ ବିଷୟରେ ବିଶିଷ୍ଟ ପେଟ ଓ ଯକୃତ ରୋଗ ବିଶେଷଜ୍ଞ ଡାକ୍ତର ମାନସ କୁମାର ବେହେରାଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।

Tags: #StomachUlcer #Causes #Treatment #HealthCare #DoctorAdvice #OdiaHealthTips

Comment