ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ମଣିଷ ଶରୀରର ସମସ୍ତ କାର୍ଯ୍ୟକଳାପ ମସ୍ତିଷ୍କ ଦ୍ୱାରା ନିୟନ୍ତ୍ରିତ ହୋଇଥାଏ। କୌଣସି କାରଣରୁ ଏଥିରେ ରକ୍ତ ସଞ୍ଚାଳନ ବନ୍ଦ ହୋଇଗଲେ କିମ୍ବା ମସ୍ତିଷ୍କର ଶିରା ଫାଟିଗଲେ ବ୍ରେନ୍ ଷ୍ଟ୍ରୋକ୍ ବା ମସ୍ତିଷ୍କ ପକ୍ଷାଘାତ ହୋଇଥାଏ।
ତେବେ ବ୍ରେନ ଷ୍ଟ୍ରୋକ କାହିଁକି ହୁଏ, ବ୍ରେନ ଷ୍ଟ୍ରୋକକୁ କେମିତି ଚିହ୍ନିବେ, କାହାକୁ ବ୍ରେନ ଷ୍ଟ୍ରୋକ ହେବାର ଆଶଙ୍କା ଅଧିକ ଓ କିପରି ଏହାର ଚିକିତ୍ସା କରାଯାଏ, ସେ ବିଷୟରେ ବିଶିଷ୍ଟସ୍ନାୟୁ ରୋଗ ବିଶେଷଜ୍ଞ ଡାକ୍ତର ପ୍ରଦ୍ୟୁତ ରଞ୍ଜନ ଭୂୟାଁଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।
Tags: #BrainStroke #Symptoms #Causes #Treatment #OdiaHealthTips #DoctorAdvice