ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଆଜ୍‌ମା ହେଉଛି ଏକ ଫୁସଫୁସ ଜନିତ ରୋଗ। ଏହି ରୋଗ ହେବା ଫଳରେ ଶ୍ୱାସକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ। ରୋଗୀ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିଥାଏ।

ତେବେ ଆଜ୍‌ମା ରୋଗର କାରଣ କ’ଣ, ଆଜ୍‌ମାକୁ ଚିହ୍ନିବେ କିପରି, ଆଜ୍‌ମା ରୋଗର ଜଟିଳତା କ’ଣ, ଆଜ୍‌ମାକୁ ରୋକିବେ କିପରି ଓ ଏହାର ଚିକିତ୍ସା କେମିତି କରାଯାଏ, ସେ ବିଷୟରେ ବିଶିଷ୍ଟ ଭେଷଜ ବିଶେଷଜ୍ଞ ପ୍ରଫେସର ଡାକ୍ତର ଶ୍ରୀକାନ୍ତ କୁମାର ଧରଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।

Tags: #Asthma #Symptoms #Causes #Treatment #OdiaHealthTips #DoctorAdvice

Comment