ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

କ୍ୟାନ୍ସର ବା କର୍କଟ ରୋଗ ହେଉଛି ଏକ ପ୍ରାଣଘାତୀ ରୋଗ। ଏଥିରେ ପୀଡ଼ିତ ହେଉଥିବା ଅଧିକାଂଶ ରୋଗୀଙ୍କର ଜୀବନ ଚାଲିଯାଉଛି। ଠିକ୍ ସମୟରେ କର୍କଟ ରୋଗକୁ ଚିହ୍ନି ଏହାର ଚିକିତ୍ସା କରାଗଲେ ଏହି ରୋଗରେ ପୀଡ଼ିତ ରୋଗୀ ସୁସ୍ଥ ହେବାର ଅଧିକ ସମ୍ଭାବନା ରହିଥିବା ଡାକ୍ତର କୁହନ୍ତି।

କ୍ୟାନ୍ସର ରୋଗ ବିଭିନ୍ନ ପ୍ରକାରର ରହିଛି। ରକ୍ତ କର୍କଟ, ମୁଣ୍ଡ ଓ ଗଳା କର୍କଟ, କୋଲୋରେକ୍ଟାଲ କର୍କଟ, ପ୍ରୋଷ୍ଟେଟ କର୍କଟ, ବୋନ କର୍କଟ, ସ୍ତନ କର୍କଟ, ବ୍ଲାଡର କର୍କଟ, ଗ୍ୟାଷ୍ଟ୍ରୋଇଣ୍ଟେଷ୍ଟିନାଲ କର୍କଟ, ଫୁସଫୁସ କର୍କଟ, ସର୍ଭାଇକାଲ କର୍କଟ, ଆଖି କର୍କଟ, ମୁଖ ଗହ୍ଵର କର୍କଟ, ଓଭାରିଆନ କର୍କଟ, ପାନକ୍ରିଆଟିକ୍ କ୍ୟାନ୍ସର ଆଦି।

ତେବେ ପାନ୍‌କ୍ରିଆଟିକ୍‌ କ୍ୟାନ୍ସର ବା ପାନ୍‌କ୍ରିଆଜ୍‌ ବା ଅଗ୍ନାଶୟରେ କ୍ୟାନ୍ସର କାହିଁକି ହୁଏ, କିପରି ଏହାକୁ ଚିହ୍ନିବେ, ଏହାର ଲକ୍ଷଣ କ’ଣ ଓ କିପରି ଏହାର ଚିକିତ୍ସା କରାଯାଏ, ସେ ବିଷୟରେ ବିଶିଷ୍ଟ ସର୍ଜିକାଲ ଅଙ୍କୋଲୋଜିଷ୍ଟ ଡାକ୍ତର ସୁନୀଲ ଜେସ୍‌ଓ୍ୱାଲଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।

Tags: # Cancer #PancreaticCancer #Causes #Treatment #OdiaHealthTips #DoctorAdvice

LEAVE A REPLY

Please enter your comment!
Please enter your name here