ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ଆଜି ହେଉଛି ବିଶ୍ଵ ସ୍ଵାସ୍ଥ୍ୟ ଦିବସ-୨୦୨୫। ଏହି ଅବସରରେ ସ୍ଵାସ୍ଥ୍ୟ ସଚେତନତା ଉଦ୍ଦେଶ୍ୟରେ ଓଡ଼ିଶାଲାଇଭ୍, ସ୍ଵାସ୍ଥ୍ୟପ୍ଲସ ଓ ଆଇଏଫ୍ଆଇ ଫାଉଣ୍ଡେସନର ମିଳିତ ଅଭିଯାନ ‘ଆମ ସ୍ଵାସ୍ଥ୍ୟ ଆମ ଜୀବନ’।
ଜୀବନଶୈଳୀରେ ପରିବର୍ତ୍ତନ, ଖାଦ୍ୟପେୟରେ ଅନିୟମିତତା ଏବଂ ଶାରୀରିକ ପରିଶ୍ରମର ଅଭାବ ଯୋଗୁଁ ବିଭିନ୍ନ ରୋଗ ଦେଖାଦେଉଛି। ଏହା ମଧ୍ୟରୁ ଏବେ ଡାଏବେଟିସ ବା ମଧୁମେହ ଚିନ୍ତାର କାରଣ ପାଲଟିଛି।
ତେବେ ଡାଏବେଟିସ୍କୁ କିପରି ରୋକିବା, ଡାଏବେଟିସର ଜଟିଳତା କ’ଣ, ଥରେ ଡାଏବେଟିସ୍ ହେଲେ ଏହା ସମ୍ପୂର୍ଣ୍ଣ ଭଲ ହୋଇପାରେ କି, ଏ ସମସ୍ତ ବିଷୟରେ ଏଣ୍ଡୋକ୍ରାଇନୋଲୋଜିଷ୍ଟ ଡାକ୍ତର ମଧୁସ୍ମିତା ସାହୁଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।
Tags: #WorldHealthDay2025 #AmaSwasthyaAmaJibana #Heartproblems #Healthylife #OdiaHealthTips #DoctorAdvice