ଓଡ଼ିଶାଲାଇଭ୍ ବ୍ୟୁରୋ

ନିର୍ମାଣ ଶ୍ରମିକମାନଙ୍କ ପଞ୍ଜୀକରଣ ବ୍ୟବସ୍ଥାକୁ ସରଳ କରିବା ପାଇଁ ରାଜ୍ୟ ସରକାର ଆଣିଛନ୍ତି ‘ଓଡ଼ିଶା ଶ୍ରମିକ ସାଥୀ’ ମୋବାଇଲ୍ ଆପ୍। ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିଥିଲେ।

ଏଥିସହ ସେ ଭୁବନେଶ୍ଵରରେ ଦୁଇଟି ‘ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର’ର ମଧ୍ୟ ଉଦଘାଟନ କରିଛନ୍ତି। ଏହି ପ୍ରତୀକ୍ଷା କେନ୍ଦ୍ରରେ ଶ୍ରମିକ ଭାଇଭଉଣୀମାନଙ୍କ ପାଇଁ ବିଭିନ୍ନ ମୌଳିକ ସୁବିଧା ଉପଲବ୍ଧ ରହିଛି।

Tags: #InternationalLabourDay #MayDay #Labour #WorkersRights

LEAVE A REPLY

Please enter your comment!
Please enter your name here