ଓଡ଼ିଶାଲାଇଭ୍ ବ୍ୟୁରୋ

ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନାର ଏବେ ଅବସାନ ଘଟିଛି। ଉଭୟ ଦେଶ ଅସ୍ତ୍ର ବିରତି ପାଇଁ ରାଜି ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଭାରତୀୟ ବୈଦେଶିକ ସଚିବ ବିକ୍ରମ ମିଶ୍ରି।

#IndiaPakistanConflict #Ceasefire #IndianArmedForces

Comment