ଓଡ଼ିଶାଲାଇଭ୍ ବ୍ୟୁରୋ
ଏପ୍ରିଲ ୨୨ ତାରିଖରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଆରମ୍ଭ କରିଥିଲା ‘ଅପରେସନ ସିନ୍ଦୂର’। ମେ’ ୭ ରାତିରେ ପାକିସ୍ତାନରେ ଥିବା ୯ଟି ଆତଙ୍କବାଦୀ ଆଡ୍ଡାକୁ ଧ୍ୱଂସ କରିଥିଲା ଭାରତୀୟ ସେନା। ଏହି ଆଡ୍ଡାଗୁଡ଼ିକରେ ରହୁଥିବା ଅନେକ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିଲେ।
ଏହାପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା। ଏହି ସଂଘର୍ଷ ଉପରେ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଖନ୍ତୁ ଭିଡିଓ।
Tags: #OperationSindoor #IndiaPakistanConflict #PMNarendraModi #PrimeMinister