ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ମାସିକ ଋତୁସ୍ରାବ ବା ପିରିୟଡ୍‌ସ ଜଣେ କିଶୋରୀ ଓ ନାରୀ ଜୀବନର ଏକ ପ୍ରାକୃତିକ ତଥା ସ୍ୱାଭାବିକ ପ୍ରକ୍ରିୟା। କିନ୍ତୁ ଏହାକୁ ନେଇ ଏବେ ବି ମହିଳାଙ୍କ ଭିତରେ ଲାଜ ଓ ସଙ୍କୋଚ ରହିଛି।

ଋତୁସ୍ରାବ କ’ଣ ଓ କାହିଁକି, ଋତୁସ୍ରାବ ସ୍ୱଚ୍ଛତା ପରିଚାଳନା, ଋତୁସ୍ରାବଜନିତ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଓ ତା’ର ଉପଚାର ବିଷୟରେ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।

Tags: #LetsTalkPeriods #DoctorAdvice #HealthCare #OdiaHealthTips

Comment