ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ଡେଙ୍ଗୁ ହେଉଛି ଏକ ଭାଇରାଲ୍ ରୋଗ ଯାହା ଏଡିସ୍ ମଶା କାମୁଡ଼ିବା ଦ୍ୱାରା ହୋଇଥାଏ। ଏହି ମଶାମାନେ ଦିନରେ କାମୁଡ଼ନ୍ତି।
ତେବେ ଡେଙ୍ଗୁ ରୋଗର ଲକ୍ଷଣ କ’ଣ, ଡେଙ୍ଗୁ ହେଲେ କ’ଣ ସବୁ ଜଟିଳତା ଦେଖାଦିଏ, ଡେଙ୍ଗୁ ଜ୍ଵରର ଲକ୍ଷଣକୁ କେମିତି ଚିହ୍ନିବେ ଓ କିପରି ଏହାର ଚିକିତ୍ସା କରାଯାଏ, ସେ ବିଷୟରେ ଭେଷଜ ବିଶେଷଜ୍ଞ ଡାକ୍ତର ସମୀର ରଞ୍ଜନ ଜେନାଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।
Tags: #Dengue #DengueFever #Treatment #DoctorsAdvice #HealthCare #OdiaHealthTips