ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ଅତ୍ୟଧିକ ଚର୍ବିଜାତୀୟ ତଥା ତେଲମସଲା ଯୁକ୍ତ ଖାଦ୍ୟ ଖାଇବା ଫଳରେ ଆମ ଶରୀରରେ କୋଲେଷ୍ଟ୍ରୋଲର ମାତ୍ରା ବଢ଼ିଯାଇଥାଏ। ଯଦି ଶରୀରରେ କୋଲେଷ୍ଟ୍ରୋଲର ମାତ୍ରାକୁ ନିୟନ୍ତ୍ରଣ କରିବେ ନାହିଁ, ତେବେ ଏହା ଡାଏବେଟିସ୍, ଉଚ୍ଚ ରକ୍ତଚାପ ଭଳି ବିଭିନ୍ନ ଦୂରାରୋଗ୍ୟ ରୋଗ ସୃଷ୍ଟି କରିପାରେ।
ଶରୀରରେ କୋଲେଷ୍ଟ୍ରୋଲର କାମ କ’ଣ, କୋଲେଷ୍ଟ୍ରୋଲ କେମିତି ବଢ଼େ ଓ କୋଲେଷ୍ଟ୍ରୋଲକୁ କିପରି ନିୟନ୍ତ୍ରଣ କରିବେ, ସେ ବିଷୟରେ ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡାକ୍ତର ବିନୟ ଭୂଷଣ ବିଣାକରଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।
Tags: #Cholesterol #Causes #Treatment #DoctorAdvice #OdiaHealthTips















