ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଆଜିର ସମୟରେ ସାରା ଦୁନିଆରେ ‘ଷ୍ଟ୍ରୋକ୍’ ଏକ ବଡ଼ ସ୍ୱାସ୍ଥ୍ୟଗତ ସମସ୍ୟା ଭାବେ ଉଭା ହୋଇଛି। ଅଣ ସଂକ୍ରାମକ ରୋଗ କ୍ଷେତ୍ରରେ ‘ଷ୍ଟ୍ରୋକ୍’ ସବୁଠୁ ଅଧିକ ଲୋକଙ୍କ ମୃତ୍ୟୁର କାରଣ ପାଲଟୁଛି।

ଷ୍ଟ୍ରୋକର ମୁକାବିଲା କରିବା ପାଇଁ ସୁସ୍ଥ ଓ ସକ୍ରିୟ ଜୀବନଶୈଳୀ ଆପଣେଇବା ଆବଶ୍ୟକ। ବିଶିଷ୍ଟ ସ୍ନାୟୁ ରୋଗ ବିଶେଷଜ୍ଞ ଡାକ୍ତର ମିତାଲି କରଙ୍କ ସହ ଏହି ସ୍ୱତନ୍ତ୍ର ସାକ୍ଷାତକାରରେ ଆସନ୍ତୁ ଜାଣିବା ଷ୍ଟ୍ରୋକର କାରଣ, ଲକ୍ଷଣ, ଚିକିତ୍ସା ଏବଂ ଏହାକୁ ରୋକିବା ପାଇଁ କିଛି ଗୁରୁତ୍ୱପୁର୍ଣ୍ଣ କଥା।

Tags: #StrokeAwareness #StrokeFreeWorld #OdiaHealthTips #DoctorAdvice

Comment