ଓଡ଼ିଶାଲାଇଭ୍ ବ୍ୟୁରୋ
ବ୍ରେନ୍ ଷ୍ଟ୍ରୋକ୍ ବା ମସ୍ତିଷ୍କାଘାତ ଆଜି ସାରା ବିଶ୍ୱରେ ଏକ ବଡ଼ ଜନସ୍ୱାସ୍ଥ୍ୟ ଆହ୍ୱାନ ପାଲଟିଛି। ଉଚ୍ଚ ରକ୍ତଚାପ, ଅନିୟନ୍ତ୍ରିତ ମଧୁମେହ, ମୋଟାପଣ, ଅସ୍ୱାସ୍ଥ୍ୟକର ଜୀବନଶୈଳୀ କାରଣରୁ ବ୍ରେନ୍ ଷ୍ଟ୍ରୋକ୍ ଘଟଣା ବଢ଼ିବାରେ ଲାଗିଛି। କେବଳ ବୟସ୍କ ନୁହନ୍ତି, ଯୁବପିଢ଼ି ମଧ୍ୟ ଏହାର ଶିକାର ହେଉଛନ୍ତି। ଆସନ୍ତୁ, ଏହି ଭିଡିଓରେ ଦେଖିବା ଷ୍ଟ୍ରୋକ୍ କାହିଁକି ବଢୁଛି? କେମିତି ଏହାର ମୁକାବିଲା କରିବେ?
ବିଶ୍ଵ ଷ୍ଟ୍ରୋକ୍ ଦିବସ ଅବସରରେ ଆଇଏଫଆଇ ଫାଉଣ୍ଡେସନ ପକ୍ଷରୁ ତଥା ଓଡ଼ିଶାଲାଇଭ୍ ଓ ସ୍ୱାସ୍ଥ୍ୟପ୍ଲସ୍ର ମିଳିତ ଆନୁକୂଲ୍ୟରେ ଅକ୍ଟୋବର ୨୭ରୁ ୩୧ ପର୍ଯ୍ୟନ୍ତ କରାଯାଉଛି ବିଶେଷ ଜନସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ – ‘ଷ୍ଟ୍ରୋକ୍ ମୁକ୍ତ ଜୀବନ’। ଏହି ଅଭିଯାନରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଏକାଡେମିକ୍ ପାର୍ଟନର ରହିଥିବା ବେଳେ, ୟୁସିସିଆଇଏଲ୍ ଏବଂ ଟାଇ ଭୁବନେଶ୍ୱର ଇକୋସିଷ୍ଟମ୍ ପାର୍ଟନର ଭାବେ ଯୋଡ଼ି ହୋଇଛନ୍ତି।
Tags: #ActFSAT #WorldStrokeDay #StrokeMuktJeevan #BrainStroke #StrokeAwareness #OdiaHealthTips


















