ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ସମଗ୍ର ବିଶ୍ୱରେ ମଧୁମେହ ରୋଗ ଏକ ଜଟିଳ ସମସ୍ୟା ଭାବେ ଦେଖିବାକୁ ମିଳୁଛି। ଏହି ରୋଗରୁ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହେବା ଏକ ପ୍ରକାର ଅସମ୍ଭବ। ହେଲେ ଏହାକୁ ନିୟନ୍ତ୍ରଣରେ ରଖିଲେ ବିଭିନ୍ନ ଦୂରାରୋଗ୍ୟରୁ ରକ୍ଷା ମିଳିପାରିବ ବୋଲି ଡାକ୍ତର କୁହନ୍ତି।
ତେବେ ଡାଏବେଟିସକୁ କେମିତି ନିୟନ୍ତ୍ରଣରେ ରଖିବେ, ଡାଏବେଟିସ୍ ରୋଗୀ କେମିତି ସୁସ୍ଥ ରହିବେ, ଡାଏବେଟିସ ରୋଗୀଙ୍କର କୋଲେଷ୍ଟୋରେଲ ସ୍ତର ବଢ଼ିଲେ କ’ଣ କରିବେ, ସେ ସମ୍ପର୍କରେ ଏଣ୍ଡୋକ୍ରାଇନୋଲୋଜିଷ୍ଟ ଡାକ୍ତର ମଧୁସ୍ମିତା ସାହୁଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।
Tags: #Diabetes #Cholesterol #OdiaHealthTips #DoctorAdvice #DiabetesTest #DiabetesControlTips















