ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ଆମ ଶରୀରରେ କିଡନି ହେଉଛି ଏକ ଫିଲଟର ଭଳି। ଅପରିଷ୍କାର ରକ୍ତକୁ ଛାଣି ଶରୀରକୁ ବିଶୁଦ୍ଧ ରକ୍ତ ଯୋଗାଇବା କିଡନିର ମୁଖ୍ୟ କାମ। ତେଣୁ, କିଡ୍ନିକୁ ସୁସ୍ଥ ରଖିବା ନିହାତି ଜରୁରୀ ବୋଲି ଡାକ୍ତର କୁହନ୍ତି।
ତେବେ କେମିତି କିଡନିକୁ ସୁସ୍ଥ ରଖିବେ? ସେ ବିଷୟରେ ବିଶିଷ୍ଟ କିଡନି ରୋଗ ବିଶେଷଜ୍ଞ ଡାକ୍ତର ମାନସ ରଞ୍ଜନ ପ୍ରଧାନଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।
Tags: #KidneyDisease #Causes #Treatment #HealthyLife #OdiaHealthTips #DoctorAdvice








