ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
ଲିଭର ବା ଯକୃତ ଆମ ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଲିଭର ବିନା ଜୀବନ ଅସମ୍ଭବ। ଲିଭର ଆମ ଶରୀରରେ ଅହରହ କାମ କରିଥାଏ। ଖାଦ୍ୟ ହେଉ କିମ୍ବା ମେଡିସିନ୍, ଆମେ ଯାହା ବି ଖାଇଥାଉ ତାହା ରକ୍ତରେ ମିଶି ପ୍ରଥମେ ଲିଭରକୁ ଯାଇ ବିଶୁଦ୍ଧ ହୋଇଥାଏ। ଲିଭର ପ୍ରୋଟିନ୍ ତିଆରି କରେ। ରୋଗ ପ୍ରତିରୋଧକ ଶକ୍ତିକୁ ମଧ୍ୟ ଲିଭର ତିଆରି କରିଥାଏ। ତେଣୁ ଲିଭର ସୁସ୍ଥ ରହିବା ନିହାତି ଦରକାର।
ତେବେ ଲିଭର ସୁସ୍ଥ ରହିବ କେମିତି, ଏନେଇ ବିଶିଷ୍ଟ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜିଷ୍ଟ ଡାକ୍ତର ମନୋଜ କୁମାର ସାହୁଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।
Tags: #WorldLiverDay #Treatment #DoctorsAdvise #OdiaHealthTips


















