ଓଡିଶାଲାଇଭ୍ ବ୍ୟୁରୋ

ଭଦ୍ରକ ଜିଲ୍ଲାର ୮ ଜଣ ପୋଲିସ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଭଦ୍ରକ ଏସ୍‌ପି ଟୁଇଟ୍ କରି ସୂଚନା ଦେଇଛନ୍ତି।

ଏହି କର୍ମଚାରୀମାନଙ୍କର କଣ୍ଟାକ୍ଟ ଟ୍ରେସିଂ କରାଯାଉଛି। ଆକ୍ରାନ୍ତମାନଙ୍କୁ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।CGU newବର୍ତ୍ତମାନ ସୁଦ୍ଧା ଭଦ୍ରକରୁ ୪୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୩୨୮ ଜଣ ସୁସ୍ଥ ହୋଇଥିବାବେଳେ ୧୫୦ ଜଣ ଆକ୍ରାନ୍ତ ଏବେ ବି ସକ୍ରିୟ ଅଛନ୍ତି। ଭଦ୍ରକରେ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here