ଓଡ଼ିଶାଲାଇଭ୍ ବ୍ୟୁରୋ
ସରକାରୀ କର୍ମଚାରୀଙ୍କ ଲାଗି ରାଜ୍ୟ ସରକାରଙ୍କ ନୂଆବର୍ଷ ଭେଟି। ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି।
ଗତ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ ମହଙ୍ଗା ଭତ୍ତା। ଏହି ୪ ପ୍ରତିଶତକୁ ମିଶାଇଲେ ବର୍ତ୍ତମାନ ମହଙ୍ଗା ଭତ୍ତା ପରିମାଣ ୩୮ ପ୍ରତିଶତ ହୋଇଛି।
Tags: #OdishaGovt #DearnessAllowance #4PercentHike #Odisha #NaveenPatnaik #GovtEmployee