ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଆମ ଶରୀରରେ କିଡନି ହେଉଛି ଏକ ଫିଲଟର ଭଳି। ଅପରିଷ୍କାର ରକ୍ତକୁ ଛାଣି ଶରୀରକୁ ବିଶୁଦ୍ଧ ରକ୍ତ ଯୋଗାଇବା କିଡନିର ମୁଖ୍ୟ କାମ। ତେଣୁ କିଡନିକୁ ସୁସ୍ଥ ରଖିବା ନିହାତି ଦରକାର। ବେଳେ ବେଳେ କିଛି କାରଣ ପାଇଁ କିଡନିରେ ଷ୍ଟୋନ ହୋଇଥାଏ। ତେଣୁ ଲକ୍ଷଣକୁ ଚିହ୍ନି ତୁରନ୍ତ ଚିକିତ୍ସା କରାଇବା ଆବଶ୍ୟକ ବୋଲି ଡାକ୍ତର କୁହନ୍ତି।

ତେବେ କିଡନରେ ଷ୍ଟୋନ କାହିଁକି ହୁଏ, କିଡନିରେ ଷ୍ଟୋନ ହେଲେ କେଉଁ ସବୁ ଲକ୍ଷଣ ଦେଖାଦିଏ ଏବଂ ଏହାର ଚିକିତ୍ସା କିପରି କରାଯାଏ, ସେ ସମ୍ପର୍କରେ ବିଶିଷ୍ଟ କିଡନି ରୋଗ ବିଶେଷଜ୍ଞ ଡାକ୍ତର ସମୀର ସ୍ଵାଇଁଙ୍କଠାରୁ ଅଧିକ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।

Tags: #KidneyStone #Diagnosis #Symptoms #Treatment #DoctorsAdvice #OdiaHealthTips

LEAVE A REPLY

Please enter your comment!
Please enter your name here