ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ

ଆଜିକାଲିର ବ୍ୟସ୍ତ ବହୁଳ ଜୀବନରେ ଆମେ ସମସ୍ତେ କିଛି ନା କିଛି ମାନସିକ ଚାପର ସମ୍ମୁଖୀନ ହେଉଛନ୍ତି। ଏହି ମାନସିକ ଚାପ ଦୀର୍ଘଦିନ ଯାଏଁ ରହିଲେ ଏବଂ ମାତ୍ରାଧିକ ହେଲେ ଏହା ଆମର ମାନସିକ ଏବଂ ଶାରୀରିକ ସ୍ୱାସ୍ଥ୍ୟ ଉପରେ ପ୍ରଭାବ ପକାଇଥାଏ। ତେଣୁ ମାନସିକ ଚିନ୍ତାରୁ ମୁକ୍ତି ପାଇବା ନିହାତି ଦରକାର।

ତେବେ ମାନସିକ ଚାପ ଆମ ଜୀବନ ଉପରେ କିଭଳି ପ୍ରଭାବ ପକାଇଥାଏ, ମାନସିକ ଚାପର କାରଣ କ’ଣ ଓ କେମିତି ଏହାର ମୁକାବିଲା କରିବେ, ସେ ସମ୍ପର୍କରେ ବିଶିଷ୍ଟ ସ୍ନାୟୁ-ମାନସିକ ରୋଗ ବିଶେଷଜ୍ଞ ଡାକ୍ତର ସତ୍ୟକାମ ମହାପାତ୍ରଙ୍କଠାରୁ ଜାଣିବା ପାଇଁ ସ୍ଵାସ୍ଥ୍ୟପ୍ଲସ ଓଡ଼ିଆର ଏହି ଭିଡିଓ ଦେଖନ୍ତୁ।

Tags: #StressManagement #Causes #Treatment #OdiaHealthTips #DoctorAdvice

LEAVE A REPLY

Please enter your comment!
Please enter your name here